ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ
@MohanMOdisha ଙ୍କୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ
@_anugarg ଯୋଜନା ଓ ସମନ୍ବୟ ବିଭାଗର କାର୍ଯ୍ୟାବଳୀ ସମ୍ପର୍କରେ ଅବଗତ କରିଛନ୍ତି। ଏହି ଅବସରରେ ବିଭାଗୀୟ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ମଧ୍ଯ ଉପସ୍ଥିତ ଥିଲେ। https://t.co/n6xc1YDuxe