ଆଜି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ସହ ଲୋକସେବା ଭବନରେ ମହିଳା କର୍ମଚାରୀଙ୍କ ଶିଶୁମାନଙ୍କ ପାଇଁ ଉଦିଷ୍ଟ "ଶିଶୁ ପରିଚର୍ଚ୍ଚା କେନ୍ଦ୍ର" ପରିଦର୍ଶନ କରିବା ସହ କୁନି କୁନି ପିଲାଙ୍କ ସହ କିଛି ସମୟ ବିତାଇଥିଲି ।
@WCDOdisha @IPR_Odisha